ขนาดวิดีโอ: 1280 X 720853 X 480640 X 360
แสดงแผงควบคุมโปรแกรมเล่น
เล่นอัตโนมัติ
เล่นใหม่
ଯେଉଁମାନେ ଏହି ପୁସ୍ତକର ଭାବବାଣୀସବୁ ଶ୍ରବଣ କରନ୍ତି, ସେମାନଙ୍କର ପ୍ରତ୍ୟେକ ଜଣକୁ ମୁଁ ସାକ୍ଷ୍ୟ ଦେଇ କହୁଅଛି, କେହି ଯଦି ଏହିସବୁ ସଙ୍ଗରେ କିଛି ଯୋଗ କରେ, ତେବେ ଏହି ପୁସ୍ତକରେ ଲିଖିତ କ୍ଲେଶଗୁଡ଼ିକ ଈଶ୍ବର ତାହା ପ୍ରତି ଘଟାଇବେ; 19 ପୁଣି, କେହି ଯଦି ଏହି ଭାବବାଣୀ ପୁସ୍ତକର କୌଣସି ବାକ୍ୟ ଲୋପ କରେ, ତେବେ ଈଶ୍ବର ଏହି ପୁସ୍ତକରେ ଲିଖିତ ଜୀବନ-ବୃକ୍ଷ ଓ ପବିତ୍ର ନଗରୀରେ ତାହାର ଅଂଶ ଲୋପ କରିବେ।
Right pastor sir 🙏💒🌍
Be careful pastor's
ଦେଖ, ସଦାପ୍ରଭୁଙ୍କର ମହତ୍ ଓ ଭୟଙ୍କର ଦିନର ଆଗମନ ପୂର୍ବେ ଆମ୍ଭେ ତୁମ୍ଭମାନଙ୍କ ନିକଟକୁ ଏଲୀୟ ଭବିଷ୍ୟଦ୍ବକ୍ତାଙ୍କୁ ପ୍ରେରଣ କରିବା। 6 ପୁଣି, ଆମ୍ଭେ ଆସି ଯେପରି ପୃଥିବୀକୁ ଅଭିଶାପରେ ଆଘାତ ନ କରୁ, ଏଥିପାଇଁ ସେହି ସନ୍ତାନଗଣ ପ୍ରତି ପିତୃଗଣର ହୃଦୟ ଓ ପିତୃଗଣ ପ୍ରତି ସନ୍ତାନଗଣର ହୃଦୟ ଫେରାଇବ।”
କାରଣ ଭଣ୍ଡ ଖ୍ରୀଷ୍ଟମାନେ ଓ ଭଣ୍ଡ ଭାବବାଦୀମାନେ ଉଠି ଏପରି ମହା ମହା ଚିହ୍ନ ଓ ଅଦ୍ଭୁତ କର୍ମମାନ ଦେଖାଇବେ ଯେ, ଯଦି ସମ୍ଭବ ହୁଏ, ତେବେ ମନୋନୀତ ଲୋକଙ୍କୁ ସୁଦ୍ଧା ଭ୍ରାନ୍ତ
Yes